ଏବ୍ରୀ 4:14 - ଓଡିଆ ବାଇବେଲ14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ। Viz kapitolaପବିତ୍ର ବାଇବଲ (CL) NT (BSI)14 ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ। Viz kapitolaପବିତ୍ର ବାଇବଲ14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ। Viz kapitola |