ଏବ୍ରୀ 5:1 - ଓଡିଆ ବାଇବେଲ1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରି ପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)1 ପ୍ରତ୍ୟେକ ମହାଯାଜକ ସ୍ୱଜାତୀୟ ଲୋକମାନଙ୍କ ମଧ୍ୟରୁ ମନୋନୀତ ଓ ନିଯୁକ୍ତ ହୁଅନ୍ତି। ସେ ସେମାନଙ୍କ ପକ୍ଷରୁ ପାପ ମୋଚନ ପାଇଁ ବଳି ଓ ନୈବେଦ୍ୟ ଉତ୍ସର୍ଗ କରି ଈଶ୍ୱରଙ୍କ ସେବା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ1 ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି। Viz kapitola |