ଏବ୍ରୀ 5:12 - ଓଡିଆ ବାଇବେଲ12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ୱରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ । Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ ଥିଲା, ତଥାପି ଈଶ୍ଵରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ। Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ୍ଭେମାନେ ଅନ୍ୟମାନଙ୍କୁ ଶିକ୍ଷା ଦେବା ସମୟ ଶିକ୍ଷକ ଆବଶ୍ୟକ ହେଉଛି। ତୁମ୍ଭେମାନେ ଗୁରୁପାକ ଖାଦ୍ୟ ଖାଇବା ପରିବର୍ତ୍ତେ ଏ ପର୍ଯ୍ୟନ୍ତ ଦୁଗ୍ଧ ପାନ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ। Viz kapitolaପବିତ୍ର ବାଇବଲ12 ବର୍ତ୍ତମାନ ପର୍ଯ୍ୟନ୍ତ ଯେତିକି ସମୟ ଅତିବାହିତ ହୋଇ ଗଲାଣି, ତୁମ୍ଭେମାନେ ଉପଦେଶକ ହୋଇ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ୱରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭେମାନେ ଏବେ ମଧ୍ୟ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭେମାନେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହୋଇ ନାହଁ। Viz kapitola |