Online Bible

- Reklamy -




ଏବ୍ରୀ 5:5 - ଓଡିଆ ବାଇବେଲ

5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ୱର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ ।''

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ଵେଷଣ କରି ନ ଥିଲେ, କିନ୍ତୁ ଈଶ୍ଵର ତାହାଙ୍କୁ ସେହି ଗୌରବ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ସେହିପରି ମହାଯାଜକ ପଦରେ ସମ୍ମାନିତ ହେବାକୁ ଖ୍ରୀଷ୍ଟ ନିଜକୁ ନିଯୁକ୍ତ କରି ନ ଥିଲେ। ବରଂ ଈଶ୍ୱର ତାଙ୍କୁ କହିଥିଲେ, “ତୁମେ ମୋର ପୁତ୍ର, ଆଜି ମୁଁ ତୁମର ପିତା ହେଲି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”

Viz kapitola kopírovat

ପବିତ୍ର ବାଇବଲ

5 ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ: “ତୁମ୍ଭେ ମୋର ପୁତ୍ର; ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।”

Viz kapitola kopírovat




ଏବ୍ରୀ 5:5

Následuj nás:

Reklamy


Reklamy