ଏବ୍ରୀ 5:6 - ଓଡିଆ ବାଇବେଲ6 ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, "ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।'' Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” Viz kapitolaପବିତ୍ର ବାଇବଲ (CL) NT (BSI)6 ଅନ୍ୟତ୍ର ସେ ଏହା ମଧ୍ୟ କହିଛନ୍ତି, “ତୁମେ ଯାଜକ ପଦରେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସଦୃଶ ଚିରକାଳ ପାଇଁ ଯାଜକ ରହିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।” Viz kapitolaପବିତ୍ର ବାଇବଲ6 ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି: “ମଲ୍କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” Viz kapitola |