ଏବ୍ରୀ 6:15 - ଓଡିଆ ବାଇବେଲ15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଏହିପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)15 ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ। Viz kapitolaପବିତ୍ର ବାଇବଲ15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ। Viz kapitola |