Online Bible

- Reklamy -




ଏବ୍ରୀ 7:14 - ଓଡିଆ ବାଇବେଲ

14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୁଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ଵ ସମ୍ଵନ୍ଧରେ ମୋଶା କିଛି କହି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଏହା ସୁବିଦିତ ଯେ, ସେ ଯିହୁଦା ବଂଶେ ଜନ୍ମ ଗ୍ରହଣ କରିଥିଲେ ଏବଂ ଯାଜକ ହେବା ପାଇଁ ମୋଶା ଏହି ବଂଶର ନାମ ଉଲ୍ଲେଖ କରି ନାହାଁନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ

14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।

Viz kapitola kopírovat




ଏବ୍ରୀ 7:14

Následuj nás:

Reklamy


Reklamy