ଏବ୍ରୀ 7:16 - ଓଡିଆ ବାଇବେଲ16 ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)16 ସେ ମନୁଷ୍ୟ ସଂସ୍ଥାପିତ ନିୟମ ଓ ପଦ୍ଧତି ଦ୍ୱାରା ଯାଜକ ହୋଇ ନ ଥିଲେ; ଅନନ୍ତ ଜୀବନର ଶକ୍ତି କତ୍ତ୍ୱର୍କ ସେ ଯାଜକ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ16 ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ। Viz kapitola |