ଏବ୍ରୀ 7:19 - ଓଡିଆ ବାଇବେଲ19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ । Viz kapitolaପବିତ୍ର ବାଇବଲ (Re-edited) - (BSI)19 (କାରଣ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ। Viz kapitolaପବିତ୍ର ବାଇବଲ (CL) NT (BSI)19 କାରଣ ମୋଶାପ୍ରଦତ୍ତ ବ୍ୟବସ୍ଥା ଦ୍ୱାରା କୌଣସି ବିଷୟ ପୂର୍ଣ୍ଣତା ଲାଭ କରି ପାରିଲା ନାହିଁ। ବର୍ତ୍ତମାନ ଅମ୍ଭମାନଙ୍କୁ ଏକ ବଳବତ୍ତର ଭରସା ପ୍ରଦତ୍ତ ହୋଇଛି; ସେଥିଦ୍ୱାରା ଆମେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେବା ପାଇଁ ସମର୍ଥ ହୋଇଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ। Viz kapitolaପବିତ୍ର ବାଇବଲ19 ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା। Viz kapitola |