ଏବ୍ରୀ 7:23 - ଓଡିଆ ବାଇବେଲ23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)23 ଏହା ବ୍ୟତୀତ ଆଉ ଏକ ପାର୍ଥକ୍ୟ ମଧ୍ୟ ପରିଲକ୍ଷିତ ହୁଏ। ଅନ୍ୟ ଯାଜକମାନେ ମରଣଶୀଳ ହୋଇଥିବାର ସେମାନଙ୍କ ମତ୍ୟୁ ଅନ୍ତେ ଅନ୍ୟମାନେ ଯାଜକ ନିଯୁକ୍ତ ହୁଅନ୍ତି; ତେଣୁ ସେମାନେ ସଂଖ୍ୟାରେ ଅନେକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, Viz kapitolaପବିତ୍ର ବାଇବଲ23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ। Viz kapitola |