ଏବ୍ରୀ 7:27 - ଓଡିଆ ବାଇବେଲ27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ଵାରା ସେ ଏକାଥରକେ ଏହା କରିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)27 ସେ ଅନ୍ୟାନ୍ୟ ମହାଯାଜକଙ୍କ ସଦୃଶ ନୁହଁନ୍ତି; ସେମାନଙ୍କ ପରି ତାଙ୍କୁ ପ୍ରଥମେ ନିଜ ପାପ ଦିମନ୍ତେ ପ୍ରତିଦିନ ବଳି ଉତ୍ସର୍ଗ କରିବାକୁ ପଢ଼େ ନାହିଁ। ସେ ନିଜକୁ ଉତ୍ସର୍ଗ କରି ଏକାଥରକେ ଏକ ଅନନ୍ୟ ବଳିଦାନ ସାଧନ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। Viz kapitolaପବିତ୍ର ବାଇବଲ27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ। Viz kapitola |