ଏବ୍ରୀ 8:10 - ଓଡିଆ ବାଇବେଲ10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା, Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା, Viz kapitolaପବିତ୍ର ବାଇବଲ (CL) NT (BSI)10 ପ୍ରଭୁ କହନ୍ତି, ମୁଁ ଭବିଷ୍ୟତରେ ଈଶ୍ରାଲଲର ଲୋକଙ୍କ ସଙ୍ଗରେ ଲହି ନିୟମ କରିବି: ମୁଁ ମୋର ବ୍ୟବସ୍ଥା ସେମାନଙ୍କ ମାନସପଟରେ ଓ ହୃଦୟ ଫଳକରେ ଲେଖିବି। ମୁଁ ସେମାନଙ୍କର ଈଶ୍ୱର ହେବି, ସେମାନେ ମୋର ଲୋକ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା, Viz kapitolaପବିତ୍ର ବାଇବଲ10 ଏହି ନୂତନ ନିୟମଟି ମୁଁ ଇସ୍ରାଏଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ୟତରେ କରିବି ପ୍ରଭୁ କୁହନ୍ତି: ମୁଁ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବି ସେମାନଙ୍କ ହୃଦୟରେ ସେହିସବୁ ଲେଖିବି। ମୁଁ ସେମାନଙ୍କ ପରମେଶ୍ୱର ହେବି, ଓ ସେମାନେ ମୋର ଲୋକ ହେବେ। Viz kapitola |