ଏବ୍ରୀ 8:12 - ଓଡିଆ ବାଇବେଲ12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଁ ସେମାନଙ୍କର ସମସ୍ତ ପାପ କ୍ଷମା କରିବି ଓ ସେମାନଙ୍କର କୌଣସି ଅନ୍ୟାୟ ସ୍ମରଣରେ ରଖିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।” Viz kapitolaପବିତ୍ର ବାଇବଲ12 ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି, ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।” Viz kapitola |