ଏବ୍ରୀ 8:5 - ଓଡିଆ ବାଇବେଲ5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ୱର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର । Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ଯାହାର ସେବା କରନ୍ତି, ତାହା ସ୍ଵର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ଵୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶ ପ୍ରାପ୍ତ ହୋଇଥିଲେ; କାରଣ ଈଶ୍ଵର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କରଁ। Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନଙ୍କର ଯାଜକୀୟ କାର୍ଯ୍ୟ ବସ୍ଥୁତଃ ସ୍ୱର୍ଗୀୟବିଷୟରେ ଅନୁକରଣ ଓ ଛାୟାମାତ୍ର। ମୋଶାଙ୍କ ସମୟରୁ ଏପରି ହୋଇ ଆସୁଛି। ମୋଶା ଯେତେବେଳେ ଉପାସନା ପାଇଁ ଏକ ତମ୍ବୁ ନିର୍ମାଣ କରିବାକୁ ଯାଉଥିଲେ, ଈଶ୍ୱର ତାଙ୍କୁ କହିଥିଲେ, “ଦେଖ, ପବିର୍ତ ଉପରେ ତୁମକୁ ଯେଉଁ ନମୁନା ଦେଖାଇ ଦିଆଯାଇଛି ଅବିକଳ ସେହି ଅନୁସାରେ ସମସ୍ତ ବିଷୟ ନିର୍ମାଣ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର। Viz kapitolaପବିତ୍ର ବାଇବଲ5 ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତରେ ସ୍ୱର୍ଗରେ ଥିବା କାମଗୁଡ଼ିକର ଛାୟା ଓ ନମୁନା ମାତ୍ର। ସେଥିପାଇଁ ମୋଶା ତମ୍ବୁ ନିର୍ମାଣ କରିବାକୁ ଗଲାବେଳେ ପରମେଶ୍ୱର ତାହାଙ୍କୁ ଚେତାବନୀ ଦେଇ କହିଥିଲେ: “ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦେଖାଇ ଥିଲି, ତଦନୁସାରେ ସମସ୍ତ ନିର୍ମାଣ କର।” Viz kapitola |