ଏବ୍ରୀ 9:10 - ଓଡିଆ ବାଇବେଲ10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର । Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏହିସମସ୍ତ ପୁଣି ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୌଚକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର। Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର। Viz kapitolaପବିତ୍ର ବାଇବଲ10 ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ। Viz kapitola |