ଏବ୍ରୀ 9:21 - ଓଡିଆ ବାଇବେଲ21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆହୁରି ମଧ୍ୟ ସେ ତମ୍ଭୁ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)21 ମୋଶା ସେହି ପ୍ରକାରେ ରକ୍ତ ନେଇ ତମ୍ବୁ ମନ୍ଦିର ଓ ଉପାସନାରେ ବ୍ୟବହୃତ ସମସ୍ତ ସାମଗ୍ରୀ ଉପରେ ସେଚନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ। Viz kapitolaପବିତ୍ର ବାଇବଲ21 ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ। Viz kapitola |