Online Bible

- Reklamy -




ଏବ୍ରୀ 9:24 - ଓଡିଆ ବାଇବେଲ

24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ଵରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ଵର୍ଗରେ ପ୍ରବେଶ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

24 ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।

Viz kapitola kopírovat




ଏବ୍ରୀ 9:24

Následuj nás:

Reklamy


Reklamy