ହୋଶେୟ 1:2 - ଓଡିଆ ବାଇବେଲ2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ଵାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” Viz kapitolaପବିତ୍ର ବାଇବଲ2 ସଦାପ୍ରଭୁଙ୍କର ହୋଶେୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, “ଯାଅ, ଏକ ଗଣିକାକୁ ବିବାହ କର, ଯାହାଫଳରେ ବେଶ୍ୟାର ପୁତ୍ର ଜନ୍ମ ହେବ। କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ଯ୍ୟ କରିଛନ୍ତି। ସଦାପ୍ରଭୁଙ୍କଠାରେ ଅବିଶ୍ୱସ୍ତ ହୋଇଛନ୍ତି।” Viz kapitola |