ହୋଶେୟ 1:4 - ଓଡିଆ ବାଇବେଲ4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ କାଳ ଉତ୍ତାରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ ହୋଶେୟକୁ କହିଲେ, “ତା'ର ନାମ ଯିଷ୍ରିୟେଲ ଦିଅ। କାରଣ ଅଳ୍ପ ସମୟ ପରେ ମୁଁ ଯେହୂର ପରିବାରକୁ ଦଣ୍ତ ଦେବି। କାରଣ ସେ ଯିଷ୍ରିୟେଲ ଉପତ୍ୟକାରେ ରକ୍ତପାତ କରିଥିଲେ। ତା'ପରେ ମୁଁ ଇସ୍ରାଏଲ ସାମ୍ରାଜ୍ୟର ପତନ ଘଟାଇବି। Viz kapitola |