ହୋଶେୟ 10:3 - ଓଡିଆ ବାଇବେଲ3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅବଶ୍ୟ ଏବେ ସେମାନେ କହିବେ, ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?” Viz kapitolaପବିତ୍ର ବାଇବଲ3 ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।” Viz kapitola |