ହୋଶେୟ 10:9 - ଓଡିଆ ବାଇବେଲ9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ9 “ଇସ୍ରାଏଲ, ତୁମ୍ଭେ ଗିବିୟାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସେଠାରେ ଲଗାତାର ପାପ କରି ଗ୍ଭଲିଛନ୍ତି। ଯୁଦ୍ଧ ପ୍ରକୃତରେ ସେହି ମନ୍ଦ ଲୋକମାନଙ୍କୁ ଗିବିୟାରେ ଧରିବ। Viz kapitola |