ହୋଶେୟ 11:11 - ଓଡିଆ ବାଇବେଲ11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ11 ସେମାନେ ମିଶରରୁ ପକ୍ଷୀ ସଦୃଶ ଥରିଥରି ଆସିବେ। ଅଶୂରୀୟରୁ କପୋତ ପରି ଥରିଥରି ଆସିବେ। ଏବଂ ଆମ୍ଭେ ସେମାନଙ୍କୁ ଗୃହକୁ ଫେରାଇ ନେବା ବୋଲି” ସଦାପ୍ରଭୁ କହିଲେ। Viz kapitola |