ହୋଶେୟ 12:8 - ଓଡିଆ ବାଇବେଲ8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଇଫ୍ରୟିମ କହିଲା, ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ସମ୍ପତ୍ତି ପାଇଅଛି; ମୋର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼଠାରେ ପାଇବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।” Viz kapitolaପବିତ୍ର ବାଇବଲ8 ଇଫ୍ରୟିମ କହିଲେ, ‘ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ୟକ୍ତି ମୋର ଅପରାଧ ଜାଣିବ ନାହିଁ। କେହି ମଧ୍ୟ ମୋର ପାପ ଜାଣି ପାରିବ ନାହିଁ।’ Viz kapitola |