ହୋଶେୟ 13:10 - ଓଡିଆ ବାଇବେଲ10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ? Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି? Viz kapitolaପବିତ୍ର ବାଇବଲ10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗରରେ ସେ ତୁମ୍ଭମାନଙ୍କୁ ରକ୍ଷା କରି ପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାନ୍ତି? ତୁମ୍ଭେମାନେ ସେମାନଙ୍କୁ ଏହା କହି ମାଗିଥିଲ, ‘ଆମ୍ଭକୁ ଜଣେ ରାଜା ଓ ନେତୃମଣ୍ତଳୀ ଦିଅ।’ Viz kapitola |