ହୋଶେୟ 14:4 - ଓଡିଆ ବାଇବେଲ4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପୁରାତନ ମାର୍ଗରୁ ସୁସ୍ଥ କରିବା। ଆମ୍ଭେ ସେମାନଙ୍କୁ ସ୍ୱାଧୀନ ଭାବରେ ଭଲ ପାଇବା, କାରଣ ଆମ୍ଭେ ଆମ୍ଭର କ୍ରୋଧଭାବ ତ୍ୟାଗ କରିଛୁ। Viz kapitola |