Online Bible

- Reklamy -




ହୋଶେୟ 2:15 - ଓଡିଆ ବାଇବେଲ

15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ଵାର ନିମନ୍ତେ ଆଖୋର ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନକାଳରେ ଓ ମିସର ଦେଶରୁ ଆସିବା ଦିନରେନ ଉତ୍ତର କରିଥିଲା, ସେପରି ସେସ୍ଥାନରେ ଉତ୍ତର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।

Viz kapitola kopírovat

ପବିତ୍ର ବାଇବଲ

15 ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା'ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।”

Viz kapitola kopírovat




ହୋଶେୟ 2:15

Následuj nás:

Reklamy


Reklamy