ହୋଶେୟ 2:6 - ଓଡିଆ ବାଇବେଲ6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ଵାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ। Viz kapitolaପବିତ୍ର ବାଇବଲ6 “ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ୱାରା ଅବରୋଧ କରିବା। ତା'ର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳରେ ସେ ଆଉ ପଥ ପାଇବ ନାହିଁ। Viz kapitola |