ହୋଶେୟ 4:16 - ଓଡିଆ ବାଇବେଲ16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ। Viz kapitolaପବିତ୍ର ବାଇବଲ16 ଇସ୍ରାଏଲ ଏକ ଜିଦ୍ଖୋର ବାଛୁରି ତୁଲ୍ୟ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖୋଲା ପଡ଼ିଆରେ ଥିବା ଗୋଟିଏ ମେଣ୍ଢାଛୁଆ ପରି ଗ୍ଭରଣଭୂମିକୁ ନେଇ ଗଲେ। Viz kapitola |