Online Bible

- Reklamy -




ହୋଶେୟ 4:9 - ଓଡିଆ ବାଇବେଲ

9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

Viz kapitola kopírovat

ପବିତ୍ର ବାଇବଲ

9 ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା।

Viz kapitola kopírovat




ହୋଶେୟ 4:9

Následuj nás:

Reklamy


Reklamy