ହୋଶେୟ 5:3 - ଓଡିଆ ବାଇବେଲ3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଆଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। Viz kapitolaପବିତ୍ର ବାଇବଲ3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଯାହାସବୁ କରିଛି ତାହା ମଧ୍ୟ ଜାଣୁ। ହେ ଇଫ୍ରୟିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ଯ୍ୟ କରୁଛ। ଇସ୍ରାଏଲ ପାପରେ କଳୁଷିତ। Viz kapitola |