ହୋଶେୟ 5:9 - ଓଡିଆ ବାଇବେଲ9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ଵଂସସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। Viz kapitolaପବିତ୍ର ବାଇବଲ9 ଦଣ୍ତ ଦେବା ସମୟରେ ଇଫ୍ରୟିମ ସର୍ବହରା ହୋଇଯିବ। ଆମ୍ଭେ ଇସ୍ରାଏଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତରେ ଘଟିବ। Viz kapitola |