ହୋଶେୟ 6:3 - ଓଡିଆ ବାଇବେଲ3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ , ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।” Viz kapitolaପବିତ୍ର ବାଇବଲ3 ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା। ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।” Viz kapitola |