ହୋଶେୟ 7:1 - ଓଡିଆ ବାଇବେଲ1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। Viz kapitolaପବିତ୍ର ବାଇବଲ1 “ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା। ତା'ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା। ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ। ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ। Viz kapitola |