ହୋଶେୟ 7:6 - ଓଡିଆ ବାଇବେଲ6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତୁନ୍ଦୁରୁ ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର ରୁଟୀ ପ୍ରସ୍ତୁତକାରୀ ରାତ୍ରିଯାକ ନିଦ୍ରିତ ହୁଏ; ପ୍ରାତଃକାଳରେ ତାହା ପ୍ରଜ୍ଵଳିତ ଅଗ୍ନି ପରି ଜ୍ଵଳଇ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ। Viz kapitolaପବିତ୍ର ବାଇବଲ6 କୋଇଲାକୁ ଚୁଲ୍ଲୀରେ ଦେବାପରି ସେମାନେ ତାଙ୍କର ହୃଦୟକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରିତ କରନ୍ତି। ରାତ୍ରିସାରା ସେମାନଙ୍କ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତରେ ଜ୍ୱଳନ୍ତ ଅଗ୍ନିପରି ହୁଏ। Viz kapitola |