ହୋଶେୟ 7:8 - ଓଡିଆ ବାଇବେଲ8 ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଇଫ୍ରୟିମ ଗୋଷ୍ଠୀଗଣ ମଧ୍ୟରେ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଲେଉଟା ନୋହିବା ପିଷ୍ଟକ ତୁଲ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ। Viz kapitolaପବିତ୍ର ବାଇବଲ8 “ଇଫ୍ରୟିମ ଗୋଷ୍ଠୀଗଣ ସହିତ ମିଶେ। ସେ ସେହି ପିଠା ସଦୃଶ ଯାହାର ଉଭୟ ପାଖ ସେକା ହୋଇ ନାହିଁ। Viz kapitola |