ହୋଶେୟ 8:2 - ଓଡିଆ ବାଇବେଲ2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।” Viz kapitolaପବିତ୍ର ବାଇବଲ2 ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’ Viz kapitola |