ହୋଶେୟ 9:15 - ଓଡିଆ ବାଇବେଲ15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Viz kapitolaପବିତ୍ର ବାଇବଲ15 ସେମାନଙ୍କର ସମସ୍ତ ମନ୍ଦକାର୍ଯ୍ୟ ଗିଲ୍ଗଲ୍ରେ ଅଛି। ଆମ୍ଭେ ସେମାନଙ୍କୁ ସେଠାରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ୟାଗ କରିବାକୁ ଆମ୍ଭେ ସେମାନଙ୍କୁ ବାଧ୍ୟ କରିବା, କାରଣ ସେମାନେ ମନ୍ଦକାର୍ଯ୍ୟ କରନ୍ତି। ଆମ୍ଭେ ସେମାନଙ୍କୁ ଆଉ ଭଲ ପାଇବା ନାହିଁ। ସେମାନଙ୍କର ନେତାମାନେ ବିଦ୍ରୋହି, ସେମାନେ ଆମ୍ଭର ବିରୁଦ୍ଧରେ ଯାଇଛନ୍ତି। Viz kapitola |