ହୋଶେୟ 9:3 - ଓଡିଆ ବାଇବେଲ3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Viz kapitolaପବିତ୍ର ବାଇବଲ3 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କ ରାଜ୍ୟରେ ରହିପାରିବେ ନାହିଁ। ଇଫ୍ରୟିମ ମିଶରକୁ ଫେରିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସେହି ଖାଦ୍ୟ ସେମାନେ ଖାଇବେ। Viz kapitola |