ହୋଶେୟ 9:9 - ଓଡିଆ ବାଇବେଲ9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। Viz kapitolaପବିତ୍ର ବାଇବଲ9 ଗିବିୟାର ସମୟ ପରି ଇସ୍ରାଏଲୀୟମାନେ ଧ୍ୱଂସର ଗଭୀରତମ ସ୍ଥାନକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କର ପାପକୁ ସ୍ମରଣ କରିବେ। ସେ ସେମାନଙ୍କ ପାପ ଲାଗି ଦଣ୍ତ ଦେବେ। Viz kapitola |