ଯିଶାଇୟ 1:17 - ଓଡିଆ ବାଇବେଲ17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” Viz kapitolaପବିତ୍ର ବାଇବଲ17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।” Viz kapitola |