ଯିଶାଇୟ 1:5 - ଓଡିଆ ବାଇବେଲ5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Viz kapitolaପବିତ୍ର ବାଇବଲ5 ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ। Viz kapitola |