ଯିଶାଇୟ 1:7 - ଓଡିଆ ବାଇବେଲ7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭମାନଙ୍କର ଦେଶ ଧ୍ଵଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀ-ମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ଵାରା ବିନଷ୍ଟ ହେବା ତୁଲ୍ୟ ଧ୍ଵଂସସ୍ଥାନ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। Viz kapitolaପବିତ୍ର ବାଇବଲ7 “ତୁମ୍ଭମାନଙ୍କର ଦେଶ ଧ୍ୱଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନିରେ ଭସ୍ମିଭୂତ ହୋଇଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ୱାରା ଅଧିକୃତ। ସୈନ୍ୟବାହିନୀ ଦ୍ୱାରା ଦେଶ ଧ୍ୱଂସ ହେଲାପରି ତୁମ୍ଭର ଦେଶ ଧ୍ୱଂସ ହୋଇଯାଇଛି। Viz kapitola |