ଯିଶାଇୟ 10:15 - ଓଡିଆ ବାଇବେଲ15 କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ? Viz kapitolaପବିତ୍ର ବାଇବଲ (Re-edited) - (BSI)15 କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ? Viz kapitolaପବିତ୍ର ବାଇବଲ15 ଗୋଟିଏ କୁହ୍ରାଡ଼ି କ’ଣ ତା'ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ। Viz kapitola |