ଯିଶାଇୟ 10:16 - ଓଡିଆ ବାଇବେଲ16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ। Viz kapitolaପବିତ୍ର ବାଇବଲ16 ଅଶୂର ଭାବେ ସେ ମହାନ। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା’ ବିରୁଦ୍ଧରେ ଏକ ଭୟଙ୍କର ବ୍ୟାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ୟ ହରାଇବ। ତା'ପରେ ଅଶୂରର ସମସ୍ତ ଗୌରବ ଧ୍ୱଂସ ପାଇବ। ଏହା ଅଶୂରର ସମସ୍ତ ଧ୍ୱଂସ କରିବା ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନି ସଦୃଶ ହେବ। Viz kapitola |