ଯିଶାଇୟ 10:27 - ଓଡିଆ ବାଇବେଲ27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।” Viz kapitolaପବିତ୍ର ବାଇବଲ27 ସେ ଦିନରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସେହି ଦୁଃଖ ବୋଝ ତୁମ୍ଭ ସ୍କନ୍ଧରେ ଯୁଆଳି ସଦୃଶ ହେବ। ମାତ୍ର ସେହି ଯୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆଯିବ। ସେହି ବୋଝ ରୂପକ ଯୁଆଳି ତୁମ୍ଭର ଶକ୍ତି ବଳରେ ଭଗ୍ନ ହେବ। Viz kapitola |