ଯିଶାଇୟ 10:3 - ଓଡିଆ ବାଇବେଲ3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Viz kapitolaପବିତ୍ର ବାଇବଲ3 ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ। Viz kapitola |