ଯିଶାଇୟ 10:6 - ଓଡିଆ ବାଇବେଲ6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। Viz kapitolaପବିତ୍ର ବାଇବଲ6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ। Viz kapitola |