ଯିଶାଇୟ 11:11 - ଓଡିଆ ବାଇବେଲ11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକ-ମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମରୁ, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ଵୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ଵିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। Viz kapitolaପବିତ୍ର ବାଇବଲ11 ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୂର ଦେଶରୁ ଆସିବେ। Viz kapitola |