Online Bible

- Reklamy -




ଯିଶାଇୟ 11:8 - ଓଡିଆ ବାଇବେଲ

8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।

Viz kapitola kopírovat

ପବିତ୍ର ବାଇବଲ

8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।

Viz kapitola kopírovat




ଯିଶାଇୟ 11:8

Následuj nás:

Reklamy


Reklamy