ଯିଶାଇୟ 11:9 - ଓଡିଆ ବାଇବେଲ9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। Viz kapitolaପବିତ୍ର ବାଇବଲ9 କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ। Viz kapitola |